15.1 C
Bhubaneswar
Monday, February 9, 2026
Homeଓଡିଶାଚୋରା ନିଶା କାରବାର ରୋକିବାକୁ ଲୋକସେବା ଭବନରେ ବୈଠକ

ଚୋରା ନିଶା କାରବାର ରୋକିବାକୁ ଲୋକସେବା ଭବନରେ ବୈଠକ

ଭୁବନେଶ୍ୱର: ଚୋରା ନିଶା କାରବାର ରୋକିବାକୁ ଲୋକସେବା ଭବନରେ ବୈଠକ । ବୈଠକରେ ନିଶା ଚାଲାଣକାରୀ ନୁହେଁ, ମାଷ୍ଟରମାଇଣ୍ଡକୁ ଧରିବା ଉପରେ ଗୁରୁତ୍ୱ ଦିଆଯାଇଛି । କ୍ୟାମ୍ପସ୍ ପାଖରେ ନିଶା କାରବାର କରୁଥିବା ଲୋକଙ୍କୁ ବାନ୍ଧିବାକୁ ନିଷ୍ପତ୍ତି ନିଆଯାଇଛି । ସ୍କୁଲ, କଲେଜ ଅଞ୍ଚଳରେ ନିଶା କାରବାର ରୋକିବା ଉପରେ ପ୍ରାଧାନ୍ୟତା ଦିଆଯିବ । ବ୍ୟାପକ ଏନ୍‌ଫୋର୍ସମେଣ୍ଟ କରିବା ନେଇ ବୈଠକରେ ଆଲୋଚନା ହୋଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି । ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking