21.1 C
Bhubaneswar
Saturday, February 7, 2026
Homeଓଡିଶାପାଟନାରୁ ପୁରୀ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

ପାଟନାରୁ ପୁରୀ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର: ପାଟନାରୁ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍ । ପାର୍ବଣ ଋତୁରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ପାଟନାରୁ ଅଗଷ୍ଟ ୨୮ରୁ ଡିସେମ୍ବର ୨୫ ପର୍ଯ୍ୟନ୍ତ ପ୍ରତି ଗୁରୁବାର ଚଳାଚଳ କରିବ । ଅଗଷ୍ଟ ୨୯ରୁ ଡିସେମ୍ବର ୨୬ ପର୍ଯ୍ୟନ୍ତ ପ୍ରତି ଶୁକ୍ରବାର ଚଳାଚଳ କରିବ । ସାପ୍ତାହିକ ପୂଜା ସେପାଶାଲ୍ ମୋଟ ୨୧ଟି ଷ୍ଟେସନରେ ରହଣି କରିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking