25.1 C
Bhubaneswar
Saturday, December 6, 2025
Homeଦେଶ ବିଦେଶନୂଆଁଖାଇ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଁଖାଇ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking