24.1 C
Bhubaneswar
Friday, February 13, 2026
Homeଓଡିଶାନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।ସେ ନିଜର ‘ଏକ୍ସ’ ଲେଖିଛନ୍ତି, ସମସ୍ତଙ୍କୁ ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା। ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଆମର ଗଭୀର କୃତଜ୍ଞତାର ସ୍ମରଣ କରାଏ, ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ। ପ୍ରତିଟି ଘରେ ଉତ୍ତମ ସ୍ୱାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ । ନୂଆଁଖାଇ ଜୁହାର୍ !

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking