18.1 C
Bhubaneswar
Saturday, December 6, 2025
Homeଓଡିଶାଆଜିଠୁ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ: ସୁରମା ପାଢୀ

ଆଜିଠୁ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ: ସୁରମା ପାଢୀ

ଭୁବନେଶ୍ୱର: ଆଜିଠାରୁ  ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ  କମିଟିର ଜାତୀୟ ସମ୍ମିଳନୀ । ଭୁବନେଶ୍ୱରରେ ୨୯ ଓ ୩୦ ତାରିଖ ଦୁଇ ଦିନ ଧରି ଚାଲିବ ଜାତୀୟ ସମ୍ମିଳନୀ । ଏନେଇ ସୂଚନା ଦେଲେ ଓଡିଶା ବିଧାନସଭା ବାଚସ୍ପତି ସୁରମା ପାଢୀ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ  ବିକାଶ ନେଇ ଆଲୋଚନା ହେବ । ଦୀର୍ଘ ୩୧ ବର୍ଷ ପରେ ଓଡିଶାରେ ଏସସି – ଏସଟି  ସମ୍ମିଳନୀ ଆୟୋଜିତ ହେବ ।  ଲୋକସଭା ବାଚସ୍ପତି, ରାଜ୍ୟସଭା ଉପାଧ୍ୟକ୍ଷ, କେନ୍ଦ୍ର ମନ୍ତ୍ରୀ ଭାଗ ନେବେ ।  ଉଦଯାପନୀ ପରେ ପ୍ରତିନିଧିଙ୍କୁ କୋଣାର୍କ ସହ ଶ୍ରୀଜିଉଙ୍କ ଦର୍ଶନ ପାଇଁ ନିଆଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking