20.1 C
Bhubaneswar
Saturday, December 6, 2025
Homeଓଡିଶାସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍‌ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ

ସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍‌ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୋଆ ମୁଖ୍ୟ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ନ୍ୟାସ୍‌ନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲଜି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକ ପ୍ରଫେସର ମୋହନ ଭି. ଅୱାରେ । ଏହି ସାକ୍ଷାତ ଆଲୋଚନା ସମୟରେ ଦୁଇ ବିଶିଷ୍ଟ ଶିକ୍ଷାବିତ୍ ଶିକ୍ଷା କ୍ଷେତ୍ରକୁ ନେଇ ଅନେକ ଆଲୋଚନା କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking