ନବରଙ୍ଗପୁର: ଚିକିତ୍ସା ଅବହେଳାରୁ ଗର୍ଭବତୀ ଆଶାକର୍ମୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ପ୍ରସବ ବେଦନା ହେବାରୁ କାଲି ଉମରକୋଟ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ନବରଙ୍ଗପୁର ଚିକିତ୍ସାଳୟକୁ ସ୍ଥାନାନ୍ତର ବେଳେ ଅଧାବାଟରେ ମୃତ୍ୟୁ ହୋଇଛି । କ୍ଷତିପୂରଣ ଦାବିରେ ଉମରକୋଟ ମେଡିକାଲ ଛକରେ ମୃତଦେହ ରଖି ରାସ୍ତାରୋକ କରିଛନ୍ତି । ଉମରକୋଟ- ନବରଙ୍ଗପୁରକୁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି ।










