ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ମାତୃ ଶିଶୁ ସ୍ତନ୍ୟପାନ ଖୋଲିଲା । ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସରେ ଶ୍ରଦ୍ଧାଳୁ ମା’ ଓ ଶିଶୁଙ୍କ ଉଦ୍ଦେଶ୍ୟରେ ଆରମ୍ଭ ହେବ । ନିକଟରେ ଏନେଇ ନିର୍ଦ୍ଦେଶ ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।