18.1 C
Bhubaneswar
Saturday, December 6, 2025
Homeଓଡିଶାଭିସୁଟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭିସୁଟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ସମ୍ବଲପୁର: ବୁର୍ଲା ଭିସୁଟ ଛାତ୍ରଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ପିସି ବ୍ରିଜ ତଳୁ ଉଦ୍ଧାର ହେଲା  ଭିସୁଟ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ଅଞ୍ଜନେୟ ଦାଶ, ମେକାନିକାଲ ଇଞ୍ଜିନିୟରିଂ ଶେଷ ବର୍ଷର ଛାତ୍ର । ପୁଅର ମୃତ୍ୟୁ ଖବର ଶୁଣି ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking