29.1 C
Bhubaneswar
Saturday, February 7, 2026
Homeଓଡିଶାନିଲମ୍ବିତ ତହସିଲଦାର ଗିରଫ

ନିଲମ୍ବିତ ତହସିଲଦାର ଗିରଫ

ମୟୂରଭଞ୍ଜ: ମୟୂରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ଗିରଫ। ଗିରଫ ହେଲେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ। ୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଗିରଫ ହୋଇଛନ୍ତି। ବେଲପାହାଡ଼ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଥିଲା ବେଳେ ହେରଫେର୍‌ କରିଥିଲେସେହି ଅଭିଯୋଗରେ ମଧୁସ୍ମିତାଙ୍କୁ ଗିରଫ କଲା ଅର୍ଥନୈତିକ ଅପରାଧ ଶାଖା। ସୂଚନାଯୋଗ୍ୟ, ୩୧ ଅଗଷ୍ଟରେ ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗ ପକ୍ଷରୁ ଦୁର୍ନୀତ ଓ ଅନିୟମିତତା ଅଭିଯୋଗରେ ନିଲମ୍ବିତ ହୋଇଥିଲେ ମୟୂରଭଞ୍ଜ ଜିଲ୍ଲା ଜାମଡା ତହସିଲଦାର ମଧୁସ୍ମିତା ସିଂ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking