18.1 C
Bhubaneswar
Saturday, December 6, 2025
Homeଓଡିଶାଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

ସମ୍ବଲପୁର: ଯୁବକଙ୍କୁ ଧାରୁଆ ଅସ୍ତ୍ରରେ  ହାଣି ହତ୍ୟା । ସମ୍ବଲପୁର ଧନୁପାଲି ଥାନା ଭୂତାପଡା ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି । ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ  ଯୁବକଙ୍କୁ ସଦର ମେଡିକାଲରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ମୃତ ଘୋଷଣା କରିଛନ୍ତି । ଯୁବକଙ୍କୁ କିଏ ଓ କାହିଁକି ହତ୍ୟା କଲା ତାହାର କାରଣ ଅସ୍ପଷ୍ଟ ରହିଛି । ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking