18.1 C
Bhubaneswar
Saturday, December 6, 2025
Homeଓଡିଶା ସଡକ ଦୁର୍ଘଟଣା: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

 ସଡକ ଦୁର୍ଘଟଣା: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଗଞ୍ଜାମ:  ବାଇକକୁ ଧକ୍କା ଦେଲା ଟ୍ରାକ୍ଟର । ଦୁର୍ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟ ହୋଇଥିବା ବେଳେ ସ୍ୱାମୀ ଗୁରୁତର ଅଛନ୍ତି ।  ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି କେ. ନୂଆଗାଁ ଥାନା ଚିକିଟିପେଣ୍ଠ ବସଷ୍ଟାଣ୍ଡ ନିକଟରେ ଦୁର୍ଘଟଣା ଘଟିଛି ।  ଗୁରୁତର ସ୍ୱାମୀକୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଉଭୟ ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking