16.1 C
Bhubaneswar
Sunday, December 7, 2025
Homeଓଡିଶାଆଜି ବସିବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ

ଆଜି ବସିବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ

ପୁରୀ: ଆଜି ବସିବ ନୂତନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ । ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ ପ୍ରଥମ ବୈଠକରେ ନୂତନ କମିଟି ସଦସ୍ୟଙ୍କୁ ସ୍ୱାଗତ କରିବା ସହିତ ବିଭିନ୍ନ ସବ କମିଟି ଗଠନ କରାଯିବ । ଗତ ମେ’ ୨୬ ତାରିଖରେ ହୋଇଥିବା ଶ୍ରୀମନ୍ଦିର ପରିଚାଳନା କମିଟିର ଉଚ୍ଚସ୍ତରୀୟ ପ୍ରାଶାସନିକ ବୈଠକର ବିବରଣୀକୁ ଦୃଢ଼ୀକରଣ କରାଯିବ । ସେପ୍ଟେମ୍ବର ୧୫ ତାରିଖରୁ ନାଟମଣ୍ଡପ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ନେଇ ହୋଇପାରେ ଆଲୋଚନା । ଧାଡ଼ି ଦର୍ଶନ ପାଇଁ କିଭଳି ପ୍ରସ୍ତୁତି ହେବ ସେନେଇ ଆଲୋଚନା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking