30.1 C
Bhubaneswar
Friday, May 15, 2026
Homeଦେଶ ବିଦେଶକାଲି ଶ୍ରୀଜିଉଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ

କାଲି ଶ୍ରୀଜିଉଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ

ପୁରୀ: ଆସନ୍ତାକାଲି ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଆପାତତଃ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଭାଦ୍ରବ ଶୁକ୍ଳ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଦର୍ଶନ ବନ୍ଦ ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking