18.1 C
Bhubaneswar
Saturday, December 6, 2025
Homeଓଡିଶାଭୁବନେଶ୍ୱରରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ: ମନ୍ତ୍ରୀ  

ଭୁବନେଶ୍ୱରରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ: ମନ୍ତ୍ରୀ  

ଭୁବନେଶ୍ୱର: ଆଜି ଦିଲ୍ଲୀରୁ ଭୁବନେଶ୍ୱର ଫେରୁଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପାଗ ଖରାପ ଯୋଗୁ ଭୁବନେଶ୍ୱର ଏୟାରପୋର୍ଟରେ ଅବତରଣ କଲାନି ବିମାନ । ଭୁବନେଶ୍ୱରରେ ନ ଓହ୍ଲାଇ କୋଲକାତା ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସୂଚନା ଦେଲେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଏୟାର ଇଣ୍ଡିଆ ଏଆଇ – ୪୭୩ ବିମାନରେ ନୂଆଦିଲ୍ଲୀରୁ ଫେରୁଥିଲେ ମୁଖ୍ୟମନ୍ତ୍ରୀ । ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କୋଲକାତାରୁ ଭୁବନେଶ୍ୱର ଫେରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking