29.1 C
Bhubaneswar
Wednesday, April 29, 2026
Homeଓଡିଶାଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିମାନ ବନ୍ଦରରେ ୧.୮ ମିନିଟରେ ପହଞ୍ଚିଲେ । ପାଗ ଖରାପ ଯୋଗୁଁ ଭୁବନେଶ୍ୱରରେ ଅବତରଣ ହୋଇନଥିଲା । ଭୁବନେଶ୍ୱର ବଦଳରେ କୋଲକାତା ଯାଇଥିଲା ବିମାନ । ଏୟାର ଇଣ୍ଡିଆ ଏଆଇ – ୪୭୩ ବିମାନରେ ନୂଆଦିଲ୍ଲୀରୁ ଫେରୁଥିଲେ ମୁଖ୍ୟମନ୍ତ୍ରୀ । ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କୋଲକାତାରୁ ଭୁବନେଶ୍ୱରକୁ ଫେରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking