21.1 C
Bhubaneswar
Saturday, December 6, 2025
Homeଓଡିଶାମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪-୨୫ ପ୍ରଦାନ । ଝାରସୁଗୁଡା, ଖୋର୍ଦ୍ଧା ଓ ଜଗତସିଂହପୁରକୁ ଶ୍ରେଷ୍ଠ ଜିଲ୍ଲା ପୁରସ୍କାର । ୩ ଜଣ ଜିଲ୍ଲା ଶିକ୍ଷା  ଅଧିକାରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ସୋନପୁରରର ଲକ୍ଷ୍‌ମଣ ଭୋଇ, ସୁନ୍ଦରଗଡର ଅମୁଲ୍ୟ ପ୍ରଧାନ ପୁରସ୍କୃତ ହୋଇଛନ୍ତି । ବଲାଙ୍ଗୀର ଧ୍ରୁବ ଚରଣ ବେହେରା ପୁରସ୍କୃତ ହୋଇଛନ୍ତି । ଢେଙ୍କାନାଳ , ଜଗତସିଂହପୁର ଓ ଅନୁଗୁଳକୁ ପୁରସ୍କୃତ ହୋଇଛନ୍ତି । ୧୦ ବ୍ଲକ ଶିକ୍ଷାଧିକାରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking