16.1 C
Bhubaneswar
Tuesday, December 9, 2025
Homeଓଡିଶାଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟର ୧୩ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଅନୁଗୁଳୁ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking