15.1 C
Bhubaneswar
Saturday, December 6, 2025
Homeଓଡିଶାପୋଲିସ ଏସଆଇ ତୃତୀୟ ପେପର ପରୀକ୍ଷା ଘୁଞ୍ଚିଲା

ପୋଲିସ ଏସଆଇ ତୃତୀୟ ପେପର ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର: ସିପିଏସଇ-୨୦୨୪ର ତୃତୀୟ ପେପର ପରୀକ୍ଷା ସୂଚୀ ବଦଳିଲା । ସିପିଏସଇ- କମ୍ବାଇଣ୍ଡ ପୋଲିସ ସର୍ଭିସ ଏକଜାମିନେସନ ଅକ୍ଟୋବର ୪ର ତୃତୀୟ ପେପର ପରୀକ୍ଷା ଅକ୍ଟୋବର ୬କୁ ଘୁଞ୍ଚିଲା । ତୃତୀୟ ପେପର ଫିଜିକ୍ସ, କେମିଷ୍ଟ୍ରି ପରୀକ୍ଷା ଅକ୍ଟୋବର ୬ରେ ହେବ । ଅକ୍ଟୋବର ୬ ତାରିଖ ଦିନ ୧୦ଟାରୁ ଅପରାହ୍ନ ୧ଟା ଭିତରେ ହେବ । ପୂଜା ଭସାଣ ଦୃଷ୍ଟିରୁ ପରୀକ୍ଷା ସୂଚୀ ପରିବର୍ତ୍ତନ ନେଇ ଓପିଆରବି ସୂଚନା ଦେଇଛନ୍ତି ।  ମାତ୍ର ଅକ୍ଟୋବର ୫ର ଦୁଇଟି ପେପର ପରୀକ୍ଷା ପୂର୍ବ ସୂଚୀରେ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking