ରାଜଗାଙ୍ଗପୁର: ଟ୍ରେଲରକୁ ପଛରୁ ପିଟିଲା ବାଇକ୍ । ଏହି ଦୁର୍ଘଟଣାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ରାଣୀବନ୍ଧ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ସ୍ଥାନୀୟ ପୋଲିସ । ଘଟଣାସ୍ଥଳରେ ପହଞ୍ଚି କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଛି ସେନେଇ ତଦନ୍ତ କରୁଛି ପୋଲିସ ।










