29.1 C
Bhubaneswar
Wednesday, April 29, 2026
Homeଓଡିଶା୧୩ ଯାଏଁ ପ୍ରବଳ ବର୍ଷିବ

୧୩ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କାଲି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking