16.1 C
Bhubaneswar
Tuesday, December 9, 2025
Homeଓଡିଶାହୀରାକୁଦର ଆଉ ୪ଟି ଗେଟ୍ ବନ୍ଦ

ହୀରାକୁଦର ଆଉ ୪ଟି ଗେଟ୍ ବନ୍ଦ

ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍ । ଏବେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳେ ୪ଟି ଗେଟ୍ ବନ୍ଦ କରାଯାଇଥିଲା । ଅନ୍ୟପଟେ, ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଓଡ଼ିଶାରେ ଆସନ୍ତା ୭ ରୁ ୧୩ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking