21.1 C
Bhubaneswar
Saturday, December 6, 2025
Homeଓଡିଶା୨ ବାଇକ ମୁହାଁମୁହିଁ: ୨ ମୃତ

୨ ବାଇକ ମୁହାଁମୁହିଁ: ୨ ମୃତ

କନ୍ଧମାଳ:  ୨ ବାଇକ ମୁହାଁମୁହିଁ ଧକ୍କା । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ଖାଡିଙ୍ଗିଆ ଗାଁର ବେଶବେନ କହର ,କୁକାଙ୍ଗିଆ ଗାଁର ଶଶିକାନ୍ତ ପ୍ରଧାନ । ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ  ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକଙ୍କ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking