29.1 C
Bhubaneswar
Sunday, February 8, 2026
Homeଓଡିଶାରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ଖବର ଶୁଣି ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ଖବର ଶୁଣି ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ଖବର ଶୁଣି ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଢୀ । ଦୁଃଖ ପ୍ରକାଶ କରି ଟ୍ୱିଟରରେ କହିଛନ୍ତି,  ଏହି ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଶୋକସନ୍ତପ୍ତ ପରିବାର ପ୍ରତି  ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି କହିଛନ୍ତି । ସୂଚନା ଥାଉକି, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ୬୯ ବର୍ଷ ବୟସରେ  ଆଖି ବୁଜିଲେ ନୂଆପଡା ବିଧାୟକ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking