20.1 C
Bhubaneswar
Tuesday, February 10, 2026
Homeଓଡିଶାବିଜେଡିର ପରୋକ୍ଷ ସମର୍ଥନ: ଜୁଏଲ

ବିଜେଡିର ପରୋକ୍ଷ ସମର୍ଥନ: ଜୁଏଲ

ଭୁବନେଶ୍ୱର: ଭୋଟିଂରୁ ବିଜେଡିର ବିରତ ନିଷ୍ପତ୍ତି ନେଇ ଜୁଏଲ ଓରାମ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଉପରାଷ୍ଟ୍ରପତି ନିର୍ବାଚନରେ ବିରତ ରହିବା ଅର୍ଥ ଆମକୁ ସପୋର୍ଟ କରିବା । ନବୀନ ବାବୁ ଆମକୁ ପରୋକ୍ଷରେ ସମର୍ଥନ କରୁଛନ୍ତି । ସୂଚନାଥାଉକି, ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂରେ ଭାଗ ନେବନି ବିଜେଡି । ଭୋଟିଂରୁ ବିରତ ରହିବ ବିଜେଡି । ଏନେଇ ଦଳୀୟ ବୈଠକରେ ନିଷ୍ପତ୍ତି  ହୋଇଥିବା ସୂଚନା ମିଳିଛି । ଦଳୀୟ ସାଂସଦଙ୍କ ସୂତ୍ରରୁ ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking