25.1 C
Bhubaneswar
Thursday, February 5, 2026
Homeଦେଶ ବିଦେଶନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା

ଭୁବନେଶ୍ୱର : ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା। ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ ।ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍‌ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ। ପାଇପ୍ ଲାଇନ୍ କରିଡର୍ ପାଇଁ ROW ଅନୁମତି ପାଇଁ ଜାରି ହୋଇଛି SOP।  ବିଭାଗୀୟ ଅଧିକାରୀ ପ୍ରସ୍ତାବଟି ଯାଞ୍ଚ କରିବା ସହ କ୍ଷେତ୍ର ପରିଦର୍ଶନ କରିବେ। ରାସ୍ତାରେ DoWR ସମ୍ପତ୍ତି ସମେତ ସମସ୍ତ ଜଳଭଣ୍ଡାର କ୍ରସିଂ ଯାଞ୍ଚ କରାଯିବ।ବିଭାଗ ପକ୍ଷରୁ କୁହାଯାଇଛି, ଆବେଦକ ସଂସ୍ଥା ଯଥା ଶିଳ୍ପ, ସରକାରୀ ସଂଗଠନ ଏବଂ ପୌର ସଂସ୍ଥା  ଇଞ୍ଜିନିୟର-ଇନ୍-ଚିଫ୍, ଡବ୍ଲ୍ୟୁଆରଙ୍କ ନିକଟରେ ଆରଓଡବ୍ଲ୍ୟୁ ଅନୁମତି ପାଇଁ ଆବେଦନ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking