21.1 C
Bhubaneswar
Monday, December 8, 2025
Homeଓଡିଶାଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

ଭୁବନେଶ୍ୱର: ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା । ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । କହିଛନ୍ତି, ରାଜଧାନୀକୁ ସମ୍ପୂର୍ଣ୍ଣ ଗାଈଗୋରୁ ମୁକ୍ତ କରାଯିବ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking