29.1 C
Bhubaneswar
Sunday, April 26, 2026
Homeଦେଶ ବିଦେଶଆସନ୍ତାକାଲି ପ୍ରଥମ କରି ମଣିପୁର ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଆସନ୍ତାକାଲି ପ୍ରଥମ କରି ମଣିପୁର ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ମଣିପୁର ଗସ୍ତ କରିବେ। ଏନେଇ ଅଧିକାରୀକ ଭାବରେ ନିଶ୍ଚିତ କରାଯାଇଛି। ମଣିପୁର ମୁଖ୍ୟ ସଚିବ ପୁନିତ କୁମାର ଗୋୟଲ ଏକ ସାମ୍ବାଦିକ ସମ୍ମିଳନୀରେ ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ମଣିପୁର ଗସ୍ତ ଶାନ୍ତି, ବିକାଶର ପଥ ପ୍ରଶସ୍ତ କରିବ। ପ୍ରଧାନମନ୍ତ୍ରୀ ଶନିବାର ଦିନ ୧୨:୧୫ରେ ମିଜୋରାମର ରାଜଧାନୀ ଆଇଜଲରୁ ମଣିପୁରର ଚୁଡାଚାନ୍ଦପୁରରେ ପହଞ୍ଚିବେ। ସର୍ବପ୍ରଥମେ ଚୁଡାଚାନ୍ଦପୁରରେ ସେ ବିସ୍ଥାପିତ ଲୋକଙ୍କ ସହିତ ଆଲୋଚନା କରିବେ ଏବଂ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିବେ। ମେ’ ୨୦୨୩ ମାସରେ ମୈତେଇ ଏବଂ କୁକି ଜନଜାତି ମଧ୍ୟରେ ହୋଇଥିବା ହିଂସା ପରେ ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ମଣିପୁରକୁ ପ୍ରଥମ ଗସ୍ତ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking