17.1 C
Bhubaneswar
Tuesday, December 9, 2025
Homeଓଡିଶାନୂଆପଡା ଉପନିର୍ବାଚନ ପୂର୍ବରୁ ଏସଏସଆର

ନୂଆପଡା ଉପନିର୍ବାଚନ ପୂର୍ବରୁ ଏସଏସଆର

ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏସଏସଆର । ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ । ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଆସନ୍ତାକାଲି ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ ପରିବର୍ତ୍ତନ ହେବ । ଅକ୍ଟୋବର ୯ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking