27.1 C
Bhubaneswar
Saturday, December 6, 2025
Homeଓଡିଶାନୂଆପଡା ଉପନିର୍ବାଚନ: ଆଜି ଭୋଟର ଚିଠା

ନୂଆପଡା ଉପନିର୍ବାଚନ: ଆଜି ଭୋଟର ଚିଠା

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ  ଦାବି ଓ ଆପତ୍ତି ସମୟସୀମା । ଅକ୍ଟୋବର ୭ ତାରିଖରେ  ସରିବ ଦାବି ଓ ଆପତ୍ତି  ନିଷ୍ପତ୍ତି ହୋଇଛି । ଅକ୍ଟୋବର ୯ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା ।  ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି । ନୂଆପଡା ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ । ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking