ନୂଆପଡା: ମହିଳା ମାଓବାଦୀ ବଛେଲା ଅଟାମି ଓରଫ ଜାନସୀ ଆତ୍ମସମର୍ପଣ କରିଛନ୍ତି ।ଗରିଆବନ୍ଧ ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ଜାନସୀ । ଜାନସୀଙ୍କ ମୁଣ୍ଡ ପାଇଁ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି । ନଭରୀ ଏରିଆ ମାଓ ସଂଗଠନର ସକ୍ରିୟା ସଦସ୍ୟା ଜାନସୀ ।