16.1 C
Bhubaneswar
Saturday, December 6, 2025
Homeଓଡିଶାବିଧାନସଭା ଜଗିବେ ୩୦ ପ୍ଲାଟୁନ ଫୋର୍ସ

ବିଧାନସଭା ଜଗିବେ ୩୦ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ । ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲେ ପୁଲିସ ଡିଜି ।  ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ରହିଛି ।  ଏଥିପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ ।

ସିସିଟିଭି ସ୍କାନରରେ ରହିବ ବିଧାନସଭା ଆଖପାଖ ଅଞ୍ଚଳ । ତେବେ କାର୍ଯ୍ୟସୂଚୀ ଅନୁଯାୟୀ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ୨୫ ତାରିଖ ଯାଏଁ ଅଧିବେଶନ ଚାଲିବ। ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିବ । ଗୋଟିଏ ଦିନ ପ୍ରାଇଭେଟ ମେମ୍ବର ବିଲ୍ ଏବଂ ଗୋଟିଏ ଦିନ ନୋ ଅଫିସ ଡେ ରହିଛି । ତେବେ ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ କଡା ଜବାବ ରଖିବାକୁ ପ୍ରସ୍ତୁତ ହେଉଛି ଶାସକ ଦଳ  ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking