15.1 C
Bhubaneswar
Monday, December 8, 2025
Homeଓଡିଶାନିଜ ଜିଲ୍ଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି  

ନିଜ ଜିଲ୍ଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି  

ଭୁବନେଶ୍ୱର: ସ୍ୱାମୀ- ସ୍ତ୍ରୀ ସରକାରୀ କର୍ମଚାରୀ ହୋଇଥିଲେ ପାଖ ଅଞ୍ଚଳରେ ନିଯୁକ୍ତି ମିଳିବ । ଅବସରକୁ ଦୁଇ ବର୍ଷ ଅଧିକାରୀଙ୍କ ପାଇଁ ନିୟମ କୋହଳ ହୋଇଛି । ଯେଉଁଠାରେ ଅଛନ୍ତି ସେଠାରେ ରହିପାରିବେ । କିମ୍ବା ନିଜ ଜିଲ୍ଲାକୁ ବଦଳି ହୋଇପାରିବ । କମିଟି ମାଧ୍ୟମରେ ବଦଳି ଓ ନିଯୁକ୍ତିକୁ ସ୍ୱଚ୍ଛତା ଆଣିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିୟମ ପ୍ରସ୍ତୁତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking