20.1 C
Bhubaneswar
Saturday, December 6, 2025
Homeଓଡିଶାଆସୁଛି ବଡ଼ ବର୍ଷା: ୨୬ରୁ ବଦଳିବ ପାଗ!

ଆସୁଛି ବଡ଼ ବର୍ଷା: ୨୬ରୁ ବଦଳିବ ପାଗ!

ଭୁବନେଶ୍ୱର:  ଆସୁଛି ବଡ଼ ବର୍ଷା । ୨୬ରୁ ବଦଳିବ ପାଗ । ପଛକୁ ପଛ ଲଘୁଚାପ । ୨୯ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ୨୭ ଓ ୨୮ରେ ସବୁଠାରୁ ବେଶି ବର୍ଷା ଆଶଙ୍କା କରାଯାଉଛି । ମହାନଦୀ ଅବବାହିକାରେ ବି ଅଧିକ ବର୍ଷା ହୋଇପାରେ । ଆସନ୍ତା ୨୩ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ୨୬ ତାରିଖ ବେଳକୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧିବ । ଏହା ଘନୀଭୂତ ହୋଇ ୨୭ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବ ଏବଂ ଓଡ଼ିଶା ଉପକୂଳ ଦେଇ ସ୍ଥଳଭାଗରେ ପ୍ରବେଶ କରିବ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking