20.1 C
Bhubaneswar
Sunday, December 7, 2025
Homeଓଡିଶାତ୍ରିଶୁଳିଆରେ ନିର୍ମାଣ ହେବ ଦ୍ୱିତୀୟ ବ୍ରିଜ

ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ୱିତୀୟ ବ୍ରିଜ

ଭୁବନେଶ୍ୱର: ଟୁଇନ ସିଟିରେ ଭିଡ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । କହିଛନ୍ତି, ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ୱିତୀୟ ବ୍ରିଜ, ବ୍ୟୟବରାଦ ହେବ ୨୯୭ କୋଟି ଟଙ୍କା ।  ଏନେଇ ବିଧାନସଭାରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଲିଖିତ ଉତ୍ତର ରଖିଛନ୍ତି । ଟେଣ୍ଡର ପ୍ରକ୍ରିୟା ଜାରି ରହିଛି । ୩୬ ମାସରେ ଶେଷ ହେବ ନିର୍ମାଣ କାମ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking