27.1 C
Bhubaneswar
Wednesday, February 4, 2026
Homeଓଡିଶାଭୁବନେଶ୍ୱରରେ ନିର୍ମାଣ ହେବ ସୁଭଦ୍ରା ଶକ୍ତି ବଜାର

ଭୁବନେଶ୍ୱରରେ ନିର୍ମାଣ ହେବ ସୁଭଦ୍ରା ଶକ୍ତି ବଜାର

ଭୁବନେଶ୍ୱର: ଭୁବନେଶ୍ୱରରେ ନିର୍ମାଣ ହେବ ସୁଭଦ୍ରା ଶକ୍ତି ବଜାର । ପ୍ରତ୍ୟେକ ଜିଲ୍ଲାରେ  ସୁଭଦ୍ରା ଶକ୍ତି ବଜାର ବି ପ୍ରତିଷ୍ଠା ହେବ ।  ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଉତ୍ପାଦ ବିକ୍ରି କରାଯିବ । ବର୍ତ୍ତମାନ  ସୁଦ୍ଧା ୧୬ ଲକ୍ଷ ୩୬ ହଜାର ଲକ୍ଷପତି ଦିଦି ସୃଷ୍ଟି କରିଛନ୍ତି ।   ସହରାଞ୍ଚଳରେ କୌଣସି ଲକ୍ଷପତି ଦିଦି ଚିହ୍ନଟ ହୋଇନାହିଁ । ୩,୫୨୭୩୮ ଗୋଷ୍ଠୀକୁ ୧୭, ୪୫୪.୭୪ କୋଟି ଋଣ ପ୍ରଦାନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking