19.1 C
Bhubaneswar
Friday, December 5, 2025
Homeଓଡିଶାବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଭାଇ ମୃତ

ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଭାଇ ମୃତ

ଜଳେଶ୍ୱର: ଜଳେଶ୍ୱରରୁ ସାମ୍ନାକୁ ଆସିଛି ଏକ ହୃଦୟବିଦାରକ ଘଟଣା । ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁଇ ଭାଇଙ୍କ ଯନ୍ତ୍ରଣାଦାୟକ ମୃତ୍ୟୁ ଘଟିଥିବା ନେଇ ମିଳିଛି ସୂଚନା । ସୂଚନା ଅନୁସାରେ ଜଳେଶ୍ୱରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ସମ୍ପର୍କୀୟ ଭାଇ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର ଜିଲ୍ଲା ସ୍ଥିତ ଜଳେଶ୍ୱର ଥାନା ଅନ୍ତର୍ଗତ କପାସୁଦା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ବିଲରେ ବିଦ୍ୟୁତ ତାର ଛିଣ୍ଡି ପଡିଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଉଭୟଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking