25.1 C
Bhubaneswar
Thursday, February 5, 2026
Homeଓଡିଶାରାଜ୍ୟରେ ଏବେ ହେବନି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ : ମନମୋହନ

ରାଜ୍ୟରେ ଏବେ ହେବନି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ : ମନମୋହନ

ସମ୍ବଲପୁର: ରାଜ୍ୟରେ ଏବେ ହେବ ନାହିଁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ। ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ ସମୟରେ ସୂଚନା ଦେଇଛନ୍ତି ରାଜ୍ୟ ସଭାପତିସୂଚନା ଦେଇ କହିଛନ୍ତି ଯେ ପାର୍ବଣ ପୂର୍ବରୁ ହେବ ନାହିଁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ। ନୂଆପଡ଼ା ଉପନିର୍ବାଚନରେ ପଦ୍ମ ଫୁଟିବ। ନୂଆପଡ଼ା ଉପନିର୍ବାଚନରେ ଚାଷୀଙ୍କୁ ବୋନସ୍ ଓ ବିକାଶ ହେଉଛି ମୁଖ୍ୟ ପ୍ରସଙ୍ଗ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking