26.1 C
Bhubaneswar
Wednesday, March 25, 2026
Homeଓଡିଶାଆସୁଛି ଆଉ ୨ ଲଘୁଚାପ

ଆସୁଛି ଆଉ ୨ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୨୫ ଓ ଅକ୍ଟୋବର ୧ ତାରିଖରେ ପୁଣି ସୃଷ୍ଟି ହେବ ଲଘୁଚାପ। ୨ଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଉତ୍ତର ଆଣ୍ଡାମାନ ସାଗର ଓ ମିଆମାର୍‌ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବ। ଆସନ୍ତା ୨୨ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ। ୨୫ ତାରିଖ ଆଡ଼କୁ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।ଲଘୁଚାପ ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା। ୩୦ରେ ମିଆମାର୍‌ ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଅକ୍ଟୋବର ୧ ତାରିଖରେ ଲଘୁଚାପର ରୂପ ନେବା ସହ ଅଧିକ ଘନୀଭୂତ ହେବା ସମ୍ଭାବନା। ପ୍ରଭାବରେ ୧ ଓ ୨ ତାରିଖରେ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଆଶଙ୍କା ରହିଛିଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଛି ସୂଚନା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking