17.1 C
Bhubaneswar
Tuesday, December 9, 2025
Homeଓଡିଶା୩ ବର୍ଷରେ ୨୩, ୧୩୦ ନବଜାତକଙ୍କ ମୃତ୍ୟୁ: ମନ୍ତ୍ରୀ

୩ ବର୍ଷରେ ୨୩, ୧୩୦ ନବଜାତକଙ୍କ ମୃତ୍ୟୁ: ମନ୍ତ୍ରୀ

ଭୁବନେଶ୍ୱର: ନବଜାତ ମୃତ୍ୟୁକୁ ନେଇ ବିଧାନସଭା ତଥ୍ୟ ଚିନ୍ତାଜନକ । ଗତ ତିନିବର୍ଷ ଭିତରେ ୨୩,୧୩୦  ନବଜାତକଙ୍କ ମୃତ୍ୟୁ  ହୋଇଛି । ମା’ ଗର୍ଭରେ ୩୪ ହଜାର ୨୮୪ ଜଣ ଶିଶୁ ଙ୍କ ମୃତ୍ୟୁ ହୋଇଛି । ପ୍ରସବ ସମୟରେ ୨ ହଜାର ୬୪ ଜଣ ଗର୍ଭବତୀଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking