28.1 C
Bhubaneswar
Wednesday, February 4, 2026
Homeଓଡିଶାଯୁବ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର

ଯୁବ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର

ପାଟକୁରା: ପାଟକୁରାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି ।  ଯୁବ ବ୍ୟବସାୟୀ ଜିତେନ୍ଦ୍ର ସ୍ୱାଇଁଙ୍କ ମୃତଦେହ ଉଦ୍ଧାର କରାଯାଇଛି । କୁଦାନଗର ଥାନା କଳାବୁଦା ପଞ୍ଚାୟତ ଗୋବିନ୍ଦପୁର ଗାଁର ବ୍ୟବସାୟୀ ଥିଲେ ଜିତେନ୍ଦ୍ର । ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପରିବାର ପକ୍ଷରୁ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking