ଅହଙ୍କାର ଏକ ଏଭଳି ବିଧ୍ୱଂସୀ ଶବ୍ଦ ଯାହାକି ଦୁନିଆଁ/ସଂସାର/ଜଗତର ସମ୍ପର୍କ ପରି ମହାନତାକୁ ଅନାୟାସରେ ଧ୍ୱଂସ କରି ନଷ୍ଟ ଭ୍ରଷ୍ଟ କରିଦିଏ ।
ପ୍ରତ୍ୟେକ ବ୍ୟକ୍ତିଙ୍କର କିଛି ନା କିଛି ପ୍ରତିଭା ଥାଏ, କିନ୍ତୁ ସେମାନେ ଅନ୍ୟମାନଙ୍କ ପରି ହେବାକୁ ଯାଇ ପ୍ରାୟତଃ ଏହାକୁ ନଷ୍ଟ କରନ୍ତି ।
ନିଜ ଉପରେ କିପରି ଭରଷା ରଖାଯାଏ ନଦୀ ପାଖରୁ ଶିଖ ଏହା ପାହାଡରୁ ବାହାରିବା ପରେ କାହାରିକୁ ପଚାରେ ନାହିଁ ଯେ ସମୁଦ୍ର କେତେ ବାଟ ?
ଗରିବ ହେବା କୌଣସି ପାପ ନୁହେଁ ଧନୀ ହେବା କୌଣସି ଅର୍ଶିଵାଦ ନୁହେଁ ,ଯଦି ତୁମେ ଯେଉଁ ପରିସ୍ଥିତିରେ ଅଛ,ସେହି ପରିସ୍ଥିତିରେ ଅଛ ସେହିପରିସ୍ଥିତିରେ ସନ୍ତୁଷ୍ଟ ରହି ସମସ୍ତଙ୍କୁ ଖୁସି କରିପାରୁଛ ତାହାହେଲେ ବୁଝିଯାଅ ଯେ ତୁମେ ମଣିଷ ଜନ୍ମର ସର୍ଥକତା ପ୍ରତ
କାହା କାହା ମୁହଁରୁ Sorry ଶବ୍ଦଟା ବଡ ନାଟକୀୟ ମନେ ହୁଏ, କାରଣ ସେମାନେ Sorry କହିବା ପରେ ବି ସେହି ଭୁଲ ବାରମ୍ବାର
ମଣିଷର ଆର୍ଥିକ ସ୍ଥିତି ଯେତେ ଭଲ ଥାଉନା କାହିଁକି….
ଜୀବନରେ ଆନନ୍ଦ ନେବାପାଇଁ ମାନସିକ ସ୍ଥିତି ଭଲ ହେବା ନିହାତି ଆବଶ୍ୟକ….
ବିକଳ୍ପ ବହୁତ୍ ମିଳିବ, ବାଟବଣା ହେବା ପାଇଁ….
ମାତ୍ର
ଗୋଟିଏ ସଂକଳ୍ପ ହିଁ ଯଥେଷ୍ଟ, ଲକ୍ଷ୍ୟ ପାଖେ ପହଞ୍ଚିବା ପାଇଁ….
ଅଦ୍ୟ ସେପ୍ଟେମ୍ବର ମାସ ୨୪ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
ଆଶ୍ୱିନମାସ- ଶୁକ୍ଳ
ତିଥି- ତୃତୀୟା
ନକ୍ଷତ୍ର- ଚିତ୍ରା ଫା ଦିବା ଘ୦୪/୪୫ ଗତେ ସ୍ଵାତୀ
ଚନ୍ଦ୍ର- ତୁଳା
ଯୋଗ- ଇନ୍ଦ୍ର
କରଣ – ତୈତିଳ
ସୌରମାସ- କନ୍ୟା ୦୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୪୦/୩୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୯/୧୭
*✧═════•❁❀
ଯୋଗିନୀ ଅଗ୍ନିକୋଣେ
କର୍କଟ ରାଶିର ଘାତବାର
ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ ୦୮/୪୦ ଗତେ ଘ୧୦/୧୨ ମଧ୍ୟେ
ବାରବେଳା- ଦିବା ଘ ୧୧/୪୨ ଗତେ ଘ ୦୧/୧୫ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ୦୬/୨୮ ମଧ୍ୟେ ଓ ଘ ୦୭/୧୫ଗତେ ଘ୦୮/୦୪ ମଧ୍ୟେ ଓ ରାତ୍ରି ଘ ୦୬/୨୬ ଗତେ ଘ୦୭/୧୬ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୨୯ ଗତେ ଘ୦୭/୧୪ ମଧ୍ୟେ ଓ ଘ ୦୧/୪୦ ଗତେ ଘ୦୪/୦୫ମଧ୍ୟେ
═✧══•❁❀❁•═*════✧
ଅଦ୍ୟ ପୋଟଳ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ ✧═════•❁❀❁•═════
ମେଷ
ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════
ବୃଷ:
ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
✧═════•❁❀❁•═════
ମିଥୁନ
ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
✧═════•❁❀❁•═════
କର୍କଟ
ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
✧═════•❁❀❁•═════
ସି˚ହ
ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
✧═════•❁❀❁•═════
କନ୍ୟା
ଆଜି ଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════
ତୁଳା
ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════
ବିଛା
କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
✧═════•❁❀❁•═════
ଧନୁ
ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
✧═════•❁❀❁•═════
ମକର:
ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════
କୁମ୍ଭ
ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
✧═════•❁❀❁•═════*
ମୀନ
ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ










