27.1 C
Bhubaneswar
Saturday, December 6, 2025
Homeଓଡିଶାକଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳରେ ଚାଲିଛି ପ୍ରଶ୍ନକାଳ

କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳରେ ଚାଲିଛି ପ୍ରଶ୍ନକାଳ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଷଷ୍ଠ ଦିନରେ ହଟ୍ଟଗୋଳ । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଛନ୍ତି  ା ନାରୀ ସୁରକ୍ଷା, ଗଣତନ୍ତ୍ର ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ପୋଡିୟମ ତଳକୁ ଆସି ନାରାବାଜି କରିଛି । କୃଷି ବିଭାଗର ପ୍ରଶ୍ନୋତ୍ତର ଚାଲିଥିବା ବେଳେ ବିରୋଧୀମାନେ  ହୋହଲ୍ଲା କରିଛନ୍ତି । ହଟ୍ଟଗୋଳ ଭିତରେ ଚାଲିଛି ପ୍ରଶ୍ନକାଳ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking