31.1 C
Bhubaneswar
Tuesday, April 7, 2026
Homeଓଡିଶା୩୦ ହଜାର ରାସନ କାର୍ଡ କଟିଲାଣି: ମନ୍ତ୍ରୀ

୩୦ ହଜାର ରାସନ କାର୍ଡ କଟିଲାଣି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୩୦ ହଜାର ୧୨୫ ଜଣଙ୍କ  ରାସନ କାର୍ଡ କଟିଲାଣି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । କହିଛନ୍ତି, ଇକେୱାଇସିରେ ବାଦ ପଡିଲେଣି ୧ ଲକ୍ଷ ୯ ହଜାର  ୮୫୩ ଜଣ । ୬ ଲକ୍ଷ ୩୮ ହଜାର ୯୯୬ ମୃତକ ପାଇଥିଲେ  ରାସନ କାର୍ଡ । ୩ଲକ୍ଷ ୮୭ ହଜାର ୮୧୯ ନୂଆ ହିତାଧିକାରୀ ଯୋଜନାରେ ସାମିଲ ଅଛନ୍ତି ।  ଅଯୋଗ୍ୟଙ୍କୁ ବାଦ ଦେଇ ନୂଆଙ୍କୁ  ସାମିଲ କରୁଛନ୍ତି ସରକାର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking