25.1 C
Bhubaneswar
Wednesday, December 10, 2025
Homeଓଡିଶା୨୦ ଲକ୍ଷ ପାଇଁ ଶୁଭମିତ୍ରାଙ୍କୁ ହତ୍ୟା: ଆଇନମନ୍ତ୍ରୀ

୨୦ ଲକ୍ଷ ପାଇଁ ଶୁଭମିତ୍ରାଙ୍କୁ ହତ୍ୟା: ଆଇନମନ୍ତ୍ରୀ

ଭୁବନେଶ୍ୱର: ୨୦ ଲକ୍ଷ ପାଇଁ ପୋଲିସ କନଷ୍ଟେବଳ ଶୁଭମିତ୍ରାଙ୍କୁ ହତ୍ୟା କରାଯାଇଛି। ଏନେଇ ବିଧାନସଭାରେ ମୁଲତବି ଆଲୋଚନାରେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଦୀପକ ରାଉତ ଠାରୁ ୨୦ ଲକ୍ଷ ଦାବି କରିଥିଲେ ଶୁଭମିତ୍ରା । ଶୁଭମିତ୍ରା ରୀତି ଅନୁସାରେ ବିବାହ ପାଇଁ ୨୦ ଲକ୍ଷ ଦାବି କରିଥିଲେ । ଦୀପକ ପ୍ରଥମ ପତ୍ନୀ ଅପର୍ଣ୍ଣା ପରେ ପ୍ରିୟଦର୍ଶିନୀକୁ ମଧ୍ୟ ହତ୍ୟା କରିଥିଲା । ବୀମା ଅର୍ଥ ପାଇବାକୁ ହତ୍ୟା କରିଥିଲା କହିଲେ ଆଇନ ମନ୍ତ୍ରୀ । ଟ୍ରକ ଦୁର୍ଘଟଣାରେ ମୃତ୍ୟୁ  ହେଲା ବୋଲି ସେତେବେଳେ କୁହାଗଲା । ଯେଉଁ ଟ୍ରକ ଦୁର୍ଘଟଣା କରିଥିଲା କୁହାଗଲା, ସେଦିନ ସେହି ଟ୍ରକ ରାଉରକେଲାରେ ଥିଲା । ସେତେବେଳେ କାହା ସରକାର ଥିଲା, ସତ ଲୁଚାଇବାକୁ କିଏ ଚେଷ୍ଟା କରିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking