25.1 C
Bhubaneswar
Saturday, December 6, 2025
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ

କୋରାପୁଟ: କୋରାପୁଟ ଜିଲ୍ଲା  ନାରାୟଣପାଟଣାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।  ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ   ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ୪ ଜଣ ଆହତ ହୋଇଛନ୍ତି ।  ଗତକାଲି ବିଳମ୍ବିତ ରାତିରେ  ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ନିକଟରେ ଦୁଇଟି ବାଇକତ ମୁହାଁମୁହିଁ ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଛି ।   ମୃତକ ହେଲେ  ଗାଦାବାଗୁଡା ଗାଁର  ଅଭି ମଣିକିଆ ଓ ଶରତ ତାଡିଙ୍ଗି । ଆହତଙ୍କୁ  ପ୍ରଥମେ ନାରାୟଣ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ କୋରାପୁଟ ସହିଦ ଲକ୍ଷ୍‌ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି ।  ଗୋଟିଏ ବାଇକରେ ୪ ଜଣ ଓ ଅନ୍ୟ ବାଇକରେ ୨ ଜଣ ଥିଲେ । ଦୁର୍ଘଟଣାରେ ୨ ଜଣଙ୍କ ପ୍ରାଣହାନି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking