20.1 C
Bhubaneswar
Saturday, December 6, 2025
Homeଓଡିଶା୪ ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର

୪ ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକ ଆରମ୍ଭ ହୋଇସାରିଛି। ବୈଠକରେ ୪ ପ୍ରସ୍ତାବ ଉପରେ ମୋହର ବାଜିଛି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ  ବୈଠକ ବସିଛି । ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସଚିବ ଉପସ୍ଥିତ ଅଛନ୍ତି । ୪ ପ୍ରସ୍ତାବ ଉପରେ ଚର୍ଚ୍ଚା ଆଲୋଚନା କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking