28.1 C
Bhubaneswar
Sunday, March 29, 2026
Homeଓଡିଶାଫୁଲ ତୋଳାକୁ ନେଇ ମହିଳାଙ୍କୁ ଆକ୍ରମଣ

ଫୁଲ ତୋଳାକୁ ନେଇ ମହିଳାଙ୍କୁ ଆକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଜିଜିପି କଲୋନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଫୁଲ ତୋଳାକୁ ନେଇ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ଦୁର୍ବୃତ୍ତମାନେ ମହିଳାଙ୍କୁ ତଳେ ପକାଇ ବିଧା ଗୋଇଠା ମାଡ଼ ମାରିଥିଲେ।ଏନେଇ ମହିଳା ଜଣକ ମଞ୍ଚେଶ୍ବର ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯାଗକୁ ଭିତ୍ତି କରି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି। ହେଲେ ପୋଲିସ କାହାରିକୁ ଗିରଫ କରିନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking