27.1 C
Bhubaneswar
Saturday, December 6, 2025
Homeଓଡିଶାଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ

ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଦାନା ବାନ୍ଧୁଛି ଆଉ ଏକ ଘୁର୍ଣ୍ଣିବଳୟ । ଆସନ୍ତାକାଲି  ଅର୍ଥାତ  ଅକ୍ଟୋବର ପ୍ରଥମ ସପ୍ତାହ ବେଳକୁ   ନେଇପାରେ ଲଘୁଚାପର ରୂପ ।  ଉତ୍ତର ଆଣ୍ଡାମାନ ସାଗର ନିକଟରେ ଆଉ ଏକ ଘୁର୍ଣ୍ଣିବଳୟ  ସୃଷ୍ଟି  ହେବାର ସମ୍ଭାବନା ରହିଛି ।   ଅକ୍ଟୋବର ୧ ବେଳକୁ କେନ୍ଦ୍ରୀୟ  ବଙ୍ଗୋପ ସାଗର ଅଂଚଳରେ ଏହା ଲଘୁଚାପର ରୂପ ନେଇପାରେ ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ  ପୂର୍ବାନୁମାନ କରିଛି । ଏଥର ଭିଜାଭିଜାରେ ଦୁର୍ଗା ପୂଜା ହେବ ବୋଲି ଆଶଙ୍କା କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking