17.1 C
Bhubaneswar
Wednesday, February 4, 2026
Homeଓଡିଶାମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ   ମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ  ଶୁଭେଚ୍ଚା ଓ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ,“ଯା ଦେବୀ ସର୍ବଭୂତେଷୁ ଶକ୍ତି ରୂପେଣ ସଂସ୍ଥିତା । ନମସ୍ତସ୍ୟୈ ନମସ୍ତସ୍ୟୈ ନମସ୍ତସ୍ୟୈ ନମୋ ନମଃ ।” ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking